www.samajalive.in
Monday, December 8, 2025
13.1 C
Bhubaneswar

ସମ୍ବଲପୁରରେ ଗଡିଲା ମୋ ବସ: ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ଜନସାଧାରଣଙ୍କ ସୁବିଧା ପାଇଁ ସମ୍ବଲପୁର ଅଇଁଠାପାଲି ବସ ଟର୍ମିନାଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋ ବସ୍‍ ସେବାର ଲୋକାର୍ପଣ କରିଛନ୍ତି । ଏହି ସେବା ପାଇବା ପରେ ସମ୍ବଲପୁର ବାସୀ ଖୁସିବ୍ୟକ୍ତ କରିଛନ୍ତି । ସେହିପରି ବ୍ରହ୍ମପୁରରେ ବି ଆଜିଠାର ମୋ ବସ ସେବା ଆରମ୍ଭ ହୋଇଛି । ହଳଦିଆପଦରରେ ନିର୍ମାଣ ହୋଇଥିବା ବସ ଟର୍ମିନାଲର ଲୋକାର୍ପଣ ଓ ମୋ ବସ ସେବାର ଶୁଭାରମ୍ଭ କରିଛନ୍ତି ନବୀନ । ମୋଟ ୧୫ଟି ବସ ସେବା ଆରମ୍ଭ ହୋଇଛି ।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories