www.samajalive.in
Tuesday, December 9, 2025
17.1 C
Bhubaneswar

ଆସନ୍ତାକାଲି ଅପରାହ୍ମ ୨ଟା ପର୍ଯ୍ୟନ୍ତ ଗଡ଼ିବ ‘ମୋ ବସ୍’

ଭୁବନେଶ୍ବର: ଆସନ୍ତାକାଲି ଆଲୋକର ପର୍ବ ଦୀପାବଳୀ। ଦୀପାବଳି ପର୍ବକୁ ଦୃଷ୍ଟିରେ ରଖି ଆସନ୍ତାକାଲି ‘ମୋ ବସ୍’ ଚଳାଚଳ ଉପରେ କଟକଣା ଲଗାଯାଇଛି। ଆସନ୍ତାକାଲି ୧୫ଟି ରୁଟରେ ଅପରାହ୍ଣ ୨ଟା ପର୍ୟ୍ୟନ୍ତ ‘ମୋ ବସ୍’ ଚାଲିବ। ତେବେ ଅପରାହ୍ଣ ୨ ପରଠାରୁ ରାତି ଯାଏ ‘ମୋ ବସ’ ଯାତାୟତ କରିବ ନାହିଁ ବୋଲି ରାଜ୍ୟ ସରକାର ନିର୍ଦେଶ ଜାରି କରିଛନ୍ତି। ସେହିପରି ଆସନ୍ତାକାଲି କାଉଣ୍ଟର୍ ଓ ମାଷ୍ଟରକ୍ୟାଣ୍ଟିନ ଟର୍ମିନାଲ୍ ମଧ୍ୟ ବନ୍ଦ ରହିବ ବୋଲି କ୍ରୁଟ୍‌ ସୂଚନା ଦେଇଛି। ଚଳିତ ବର୍ଷ ଦୀପାବଳିରେ ବାଣ ଫୁଟା ଉପରେ ରାଜ୍ୟ ସରକାର କଟକଣା ଲଗାଇଛନ୍ତି । ଏପରିକି ରାଜ୍ୟରେ ବାଣ ଦୋକାନ ନଖୋଲିବାକୁ ନିର୍ଦେଶ ଦିଆଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories