www.samajalive.in
Monday, December 15, 2025
17.1 C
Bhubaneswar

ମୋ ମାଟି ମୋ ଦେଶ ଅଭିଯାନ

ଚୌଦ୍ୱାର : ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ ମାଧ୍ୟମରେ ବିଜେପି ଚୌଦ୍ୱାର ମଣ୍ଡଳ ତରଫରୁ ଚୌଦ୍ୱାର ପୌର ପାଳିକା ୨ ନମ୍ବର ୱାର୍ଡ଼ରୁ ମାଟି ସଂଗ୍ରହ କରାଯାଇଛି । ମଣ୍ଡଳ ସାଧରଣ ସମ୍ପାଦକ ସଂଜୀତ ମହାନ୍ତିଙ୍କ ପରିଚାଳନାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲା ଉପସଭାପତି ପ୍ରଶାନ୍ତ କୁମାର ହୋତା, ସମ୍ପାଦକ ବୈରାଗୀ ଚରଣ ପ୍ରଧାନ, ଯୁବମୋର୍ଚ୍ଚା ସମ୍ପାଦକ ଗୌତମ ସାହୁ, ମମତା ବେହେରା, ଧୀରଞ୍ଜନ ସିଂହ ପ୍ରମୁଖଙ୍କ ନେତୃତ୍ୱରେ ଏକ ଶୋଭାଯାତ୍ରା ଗ୍ରାମ ପରିକ୍ରମା କରିବା ସହିତ ଘରକୁ ଘର ଯାଇ ମାଟି ସଂଗ୍ରହ କରିଥିଲେ। ସଂଜୟ ମହାରଣା, ଭାବଗ୍ରାହୀ ପଟ୍ଟନାୟକ, ଶରତ ନାୟକ, ରସ୍ମିତା ସାହୁ ପ୍ରମୁଖଙ୍କ ସମେତ ବହୁ କର୍ମୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories