www.samajalive.in
Sunday, December 7, 2025
23.1 C
Bhubaneswar

ପଲ୍ଲିଶ୍ରୀ ମେଳାରେ ଷ୍ଟେଟ୍ ବ୍ୟାଙ୍କ ମୋବାଇଲ ଏଟିଏମ

କାମାକ୍ଷାନଗର: ଢେଙ୍କାନାଳ ପ୍ରସିଦ୍ଧ ଲକ୍ଷ୍ମୀ ପୂଜା ଅବସରରେ ଢେଙ୍କାନାଳ ଜିଲ୍ଲା ପ୍ରଶାସନ ଏବଂ ଓରମାସ୍ ଦ୍ବାରା ପଲ୍ଲିଶ୍ରୀ ମେଳା ୨୦୨୨ର ଆୟୋଜନ କରାଯାଇଛି। ଏହା କୁମାର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇ ଏଗାର ଦିନ ପର୍ଯ୍ୟନ୍ତ ଚାଲିବାକୁ ସ୍ଥିର ହୋଇଛି। ଏହି ପଲ୍ଲିଶ୍ରୀ ମେଳାରେ ଭାରତୀୟ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ମୋବାଇଲ ଏଟିଏମ ସହ ଏହି ବ୍ୟାଙ୍କର ବିଭିନ୍ନ ଯୋଜନାର ପ୍ରଚାର ଓ ପ୍ରସାର ପାଇଁ ଏକ କାଉଣ୍ଟର ଉଦଘାଟିତ ହୋଇଛି। ଏଥି ସହିତ ଏଠାରେ ଗ୍ରାହକମାନଙ୍କ ଖୁଚୁରା ପଇସା ବଦଳାଇବା ପାଇଁ ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହାର ଉନ୍ମୋଚନ ଅବସରରେ ଢେଙ୍କାନାଳ ମୁଖ୍ୟ ଶାଖାର ମୁଖ୍ୟ ପ୍ରବନ୍ଧକ ମୀନକେତନ ବାରଲେବଡ଼ିଆ, ଢେଙ୍କାନାଳ ବଜାର ଶାଖାର ଶାଖା ପ୍ରବନ୍ଧକ ବିଶ୍ବରଞ୍ଜନ ମହାପାତ୍ର ଓ ଫିଲ୍ଡ ଅଫିସର ଝରଣା ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories