www.samajalive.in
Monday, December 15, 2025
15.1 C
Bhubaneswar

ବାହୁଡା ଯାତ୍ରା ସମୟରେ ରଥ ଉପରେ ମୋବାଇଲ ବ୍ୟବହାର ନେଇ ଏତଲା

ପୁରୀ: ବାହୁଡ଼ାଯାତ୍ରା ସମୟରେ ରଥ ଉପରେ ମୋବାଇଲ ବ୍ୟବହାର ନେଇ ଏତଲା ଦିଆଯାଇଛି ।  ଆଉ ଜଣେ ସେବକଙ୍କ ବିରୁଦ୍ଧରେ ସିଂହଦ୍ବାର ଥାନାରେ ଅଭିଯୋଗ କରିଛି ଶ୍ରୀମନ୍ଦିର ପ୍ରଶାସନ । ଦେବଦଳନ ରଥରେ ମା’ ସୁଭଦ୍ରାଙ୍କ ସମ୍ମୁଖରେ ସମ୍ପୃକ୍ତ ସେବାୟତ ଜଣକ ଫୋନ୍ ବ୍ୟବହାର କରୁଥିବା ଅଭିଯୋଗ ହୋଇଛି । ଅନେକ ବାରଣ ସତ୍ତ୍ବେ କାହିଁକି ବାରମ୍ବାର ଏଭଳି ଘଟଣା ସାମ୍ନାକୁ ଆସୁଛି ସେଥିପ୍ରତି ଧ୍ୟାନ ଦେବାକୁ ସାଧାରଣରେ ଦାବି ହେଉଛି । ଅନ୍ୟପଟେ ପୁଲିସ ପକ୍ଷରୁ ଚିହ୍ନଟ ପରେ ଆବଶ୍ୟକ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ମିଳିଛି ।

ଆସନ୍ତାକାଲି ସକାଳ ୮ଟାରୁ ଶ୍ରୀମନ୍ଦିର ପ୍ରବେଶ ପାଇଁ କଟକଣା

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories