www.samajalive.in
Friday, December 5, 2025
23.1 C
Bhubaneswar

ମୋଦକ ଚୋରି ଅଭିଯୋଗକୁ ଖଣ୍ଡନ କଲେ ଆଇନମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମୋଦକ ଚୋରି ହୋଇଥିବା ନେଇ ବଡଠାକୁରଙ୍କ ବାଡଗ୍ରାହୀ ଦଳଧର ଦାସ ମହାପାତ୍ର କରିଥିବା ଅଭିଯୋଗକୁ ଖଣ୍ଡନ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି କିଛି ଲୋକ ବାହାଦୂରୀ ନେବାକୁ ଏଭଳି ବିଭ୍ରାନ୍ତି ସୃଷ୍ଟି କରୁଛନ୍ତି । ମୋଦକ ଚୋରି ହୋଇନାହିଁ, ମୁଖ୍ୟ ପ୍ରଶାସକ ସ୍ପଷ୍ଟ କରିଛନ୍ତି । ମହାପ୍ରଭୁଙ୍କ ମୋଦକ କେବେ ଗଣତି ହୁଏନାହିଁ । ବାହାଦୂରୀ ନେବାକୁ ଏଭଳି କହିଥିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ସ୍ପଷ୍ଟ ଭାବେ କହିଛନ୍ତି ।

Hot this week

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

Related Articles

Popular Categories