www.samajalive.in
Saturday, December 13, 2025
26.1 C
Bhubaneswar

କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କ ମଞ୍ଜୁରୀ, ଭୁବନେଶ୍ୱରରେ ଖୋଲିବ ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ଶାଖା

ନୂଆଦିଲ୍ଲୀ : ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ) ଏକ ଶାଖା ଭୁବନେଶ୍ୱରରେ ଖୋଲିବ।  ଏନେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କ ମଞ୍ଜୁରୀ ଏବଂ ଖୁବ ଶୀଘ୍ର ଏହାର ନିର୍ମାଣ କାମ ଆରମ୍ଭ ହେବ ବୋଲି ସୂଚନା ମିଳିଛି।

ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ) ଏକ ଶାଖା ଭୁବନେଶ୍ୱରରେ ସ୍ଥାପନ କରାଯିବ। ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ)ର ଏକ ଶାଖା ଭୁବନେଶ୍ୱରରେ ସ୍ଥାପନ ପାଇଁ ଦେଇଥିବା ପ୍ରସ୍ତାବକୁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଖୁବ ଶୀଘ୍ର ଭୁବନେଶ୍ୱରରେ ଏହି ଶାଖା ନିର୍ମାଣ କାମ ଆରମ୍ଭ ହେବ ବୋଲି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି। ଗତବର୍ଷ ସେପ୍ଟେମ୍ବରରେ ମୁଖ୍ୟମନ୍ତ୍ରୀ ମଧ୍ୟ ଏ ନେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories