www.samajalive.in
Tuesday, December 9, 2025
16.1 C
Bhubaneswar

ଆତଙ୍କବାଦ ଲଢ଼େଇରେ ଦୋମୁହାଁ ନୀତିର ସ୍ଥାନ ନାହିଁ: ପ୍ରଧାନମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଆତଙ୍କବାଦ ସାରା ବିଶ୍ଵ ପାଇଁ ବିପଦ। ଆତଙ୍କବାଦୀଙ୍କୁ ପ୍ରୋତ୍ସାହନ ପାଇଁ ପାଣ୍ଠି ଯୋଗାଣ ବନ୍ଦ କରାଯିବା ସଙ୍ଗେ ସଙ୍ଗେ ଆତଙ୍କବାଦର ମୂଳୋତ୍ପାଟନ ଜରୁରୀ। ଏ କ୍ଷେତ୍ରରେ ଦୋମୁହାଁ ନୀତିର ସ୍ଥାନ ନାହିଁ। ତେଣୁ ଆତଙ୍କବାଦ ବିରୋଧରେ ସମସ୍ତ ଦେଶ ଏକତ୍ର ହେବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ରୁଷର କଜନଠାରେ ଅନୁଷ୍ଠିତ ବ୍ରିକ୍ସ ସମ୍ମିଳନୀରେ ଯୋଗଦେଇ ଉଦବୋଧନ ଦେବା ଅବସରରେ ମୋଦୀ ଏହା କହିଛନ୍ତି।

ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଆହୁରି କହିଥିଲେ ଯେ, ଇସ୍ରାଏଲ-ଗାଜା ଯୁଦ୍ଧ ରୋକିବା କ୍ଷେତ୍ରରେ ଜାତିସଂଘ ନିରାପତ୍ତା ପରିଷଦ ବିଫଳ ହୋଇଛି। ଏଥିପାଇଁ ବିଭିନ୍ନ ମହଲରୁ ଏହି ସଂଗଠନକୁ ସମାଲୋଚନା କରାଯାଉଛି। ବିଶ୍ଵସ୍ତରୀୟ ଏହି ଅନୁଷ୍ଠାନରେ ସଂସ୍କାର ଆସିବା ଜରୁରୀ ହୋଇପଡ଼ିଛି ବୋଲି ସେ କହିଛନ୍ତି।

- Advertisement -

୧୬ଶ ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ମଙ୍ଗଳବାର କଜନରେ ପହଞ୍ଚିଥିଲେ। ଏହି ଅବସରରେ ମୋଦୀ ରୁଷ ରାଷ୍ଟ୍ରପତି ଭ୍ଲାଦିମର ପୁଟିନଙ୍କ ସହିତ ଦ୍ଵିପାକ୍ଷିକ ଆଲୋଚନା କରିଥିବାବେଳେ ବୁଧବାର ଅନ୍ତିମ ଦିନରେ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ଅନ୍ୟାନ୍ୟ ସଦସ୍ୟ ରାଷ୍ଟ୍ରର ନେତାଙ୍କ ସହିତ ଦ୍ଵିପାକ୍ଷିକ ଆଲେଚାନ କରିବାର କାର୍ଯ୍ୟକ୍ରମ ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories