www.samajalive.in
Wednesday, December 10, 2025
15.1 C
Bhubaneswar

୧୨ରେ ଶାହା ଓ ୧୬ରେ ମୋଦୀଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ବର : ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଥିବା‌ ବେଳେ ବାକି ପର୍ଯ୍ୟାୟ ପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି। ଓଡ଼ିଶାରେ ବିଜେପିର ସ୍ଥିତିକୁ ସୁଦୃଢ କରିବା ପାଇଁ ଆସନ୍ତା କାଲି(ଶୁକ୍ରବାର) ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ଓଡିଶା ଗସ୍ତରେ ଆସୁଛନ୍ତି। ଓଡିଶାରେ ପହଞ୍ଚିଲା ପରେ ଶାହା କେନ୍ଦୁଝର ଜିଲା ଗସ୍ତ କରି କଲେଜ ପଡିଆରେ ଆୟୋଜତି ସଭାରେ ଯୋଗ ଦେବେ। ସେଠାରେ ଦଳୀୟ କର୍ମୀଙ୍କୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ଗତ ୩୦ ଦିନ ମଧ୍ୟରେ ଏହା ହେଉଛି ଅମିତ ଶାହାଙ୍କ ପଞ୍ଚମ ଓଡିଶା ଗସ୍ତ।

ସେହିପରି ଆସନ୍ତା ୧୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଓଡ଼ିଶା ଆସୁଛନ୍ତି। ମୋଦୀ ଓଡ଼ିଶା ଆସି ଭୁବନେଶ୍ୱର ଓ ସମ୍ବଲପୁରରେ ଆୟୋଜିତ ସଭାରେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି ବୋଲି ବିଜେପି ପକ୍ଷରୁ କୁହାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories