www.samajalive.in
Sunday, December 14, 2025
26.1 C
Bhubaneswar

ବଢିଲା ଧାନର ସର୍ବନିମ୍ନ ସହାୟକ ମୂଲ୍ୟ, କୁଇଣ୍ଟାଲ ୨୩୦୦ ଟଙ୍କା

ନୂଆଦିଲ୍ଲୀ : ମୋଦୀ ସରକାର ତୃତୀୟ ଥର କ୍ଷମତାକୁ ଆସିବା ପରେ ଚାଷୀଙ୍କୁ ଉପହାର ଦେଇଛନ୍ତି । କିଷାନ ସମ୍ମାନ ନିଧିର ୧୭ତମ କିସ୍ତି ପରେ ଏବେ ଚାଷୀଙ୍କୁ ଆଉ ଏକ ଖୁସି ଖବର ମିଳିଛି । ମୋଦୀ ସରକାର ୧୪ଟି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବଢାଇଛନ୍ତି । କ୍ୟାବିନେଟ୍ ବୈଠକ ପରେ ଧାନ ସହ ୧୪ଟି ଫସଲ ଦର ବୃଦ୍ଧି ନେଇ ନିଷ୍ପତ୍ତି ନିଆଯାଇଥିବା ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ଧାନ କୁଇଣ୍ଟାଲ ୨୩୦୦ ଟଙ୍କାକୁ ବୃଦ୍ଧି ନେଇ ନିଷ୍ପତ୍ତି ନିଆଯାଇଛି । ପୂର୍ବ ବର୍ଷର ଦର ଅପେକ୍ଷା ୧୧୭ ଟଙ୍କା ବୃଦ୍ଧି ହୋଇଛି ଧାନର ସର୍ବନିମ୍ନ ସହାୟକ ମୂଲ୍ୟ । ସେହିଭଳି ମୁଗର ଏମଏସପି ୮୬୮୨ ଟଙ୍କା ପ୍ରତି କ୍ବିଣ୍ଟାଲ ହେବ ଯାହା ଗତ ବର୍ଷ ଅପେକ୍ଷା ୧୨୪ ଟଙ୍କା ଅଧିକ ରହିଛି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories