www.samajalive.in
Monday, December 8, 2025
20.1 C
Bhubaneswar

ବିଦେଶରୁ ଫେରି ଗୁରୁତ୍ବପୂର୍ଣ୍ଣ ବୈଠକ ଡକାଇଲେ ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଦେଶ ଗସ୍ତରୁ ଫେରିବା ପରେ ସୋମବାର ଦିଲ୍ଲୀରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକର ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ନଗର ଉନ୍ନୟନ ମନ୍ତ୍ରୀ ହରଦୀପ ପୁରୀଙ୍କ ସମେତ ପ୍ରଧାନମନ୍ତ୍ରୀ ପ୍ରଧାନ ସଚିବ ପି.କେ ମିଶ୍ର ଉପସ୍ଥିତ ଥିଲେ। ଏହାପୂର୍ବରୁ ଅମିତ ଶାହା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟି ମଣିପୁରର ସ୍ଥିତି ବିଷୟରେ ସୂଚନା ଦେଇଥିଲେ। ଶନିବାର ମଣିପୁରର ସ୍ଥିତି ଉପରେ ସ୍ବରାଷ୍ଟ୍ର ମନ୍ତ୍ରୀ ଏକ ସର୍ବଦଳୀୟ ବୈଠକ କରିଥିଲେ। ୩ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ ୧୮ଟି ରାଜନୈତିକ ଦଳ, ଉତ୍ତର ପୂର୍ବର ୪ ଜଣ ସାଂସଦ ଯୋଗ ଦେଇଥିଲେ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories