ୟୁଏଇ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନୂଆଦିଲ୍ଲୀ: ଦୁଇ ଦିନିଆ ୟୁଏଇ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୟୁଏଇର ରାଷ୍ଟ୍ରପତି ଶେଖ୍ ମହମ୍ମଦ ବିନ୍ ଜାଏଦ ଅଲ ନାହୟାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ। ଏବଂ ଆବୁଧାବିରେ ନିର୍ମାଣ ହୋଇଥିବା ପ୍ରଥମ ହିନ୍ଦୁ ମନ୍ଦିରର ଉଦଘାଟନ କରିବେ। ୟୁଏଇରେ ଦୁଇ ଦିନିଆ ଗସ୍ତରେ ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ୍ ଜାଏଦଙ୍କୁ ଭାଇ ଭାବରେ ସମ୍ବୋଧିତ କରି କହିଛନ୍ତି ଯେ ସେ ତାଙ୍କୁ ଭେଟିବାକୁ ଅପେକ୍ଷା କରିଛନ୍ତି।
Over the next two days, I will be visiting UAE and Qatar to attend various programmes, which will deepen India's bilateral relations with these nations.
My visit to UAE will be my seventh since assuming office, indicating the priority we attach to strong India-UAE friendship. I…
— Narendra Modi (@narendramodi) February 13, 2024
Comments are closed.