ମୋଦୀ ସରକାର ୩.୦ : ଶପଥ ନେଲେ ଶାହ, ରାଜନାଥ, ଗଡକରୀ…

ନୂଆଦିଲ୍ଲୀ : ଆରମ୍ଭ ହୋଇଛି ମୋଦୀ ସରକାରଙ୍କ ତୃତୀୟ ଇନିଂସ । ଆଜି ସଂଧ୍ୟା ୭ଟା ୧୫ ମିନିଟରେ ରାଷ୍ଟ୍ରପତି ଭବନ ପ୍ରାଙ୍ଗଣରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନରେନ୍ଦ୍ର ମୋଦୀଙ୍କୁ ପ୍ରଧାନମନ୍ତ୍ରୀଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସହିତ କ୍ୟାବିନେଟ ମନ୍ତ୍ରୀ ଶପଥ ନେଇଛନ୍ତି । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂତନ କ୍ୟାବିନେଟ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। … Continue reading ମୋଦୀ ସରକାର ୩.୦ : ଶପଥ ନେଲେ ଶାହ, ରାଜନାଥ, ଗଡକରୀ…