www.samajalive.in
Monday, December 15, 2025
16.1 C
Bhubaneswar

ଜାତୀୟ ସୁରକ୍ଷା ପରାମର୍ଶଦାତା ବୋର୍ଡ ପୁନର୍ଗଠିତ, ପୂର୍ବତନ ‘ର’ ମୁଖ୍ୟ ଆଲୋକ ଜୋଶୀ ଅଧ୍ୟକ୍ଷ

ନୂଆଦିଲ୍ଲୀ: ପହଲଗାମ୍‌ ଆତଙ୍କୀ ଆକ୍ରମଣ ପରେ କେନ୍ଦ୍ର ସରକାରଙ୍କ ଘନ ଘନ ରଣନୈତିକ ବୈଠକ ମଧ୍ୟରେ ଜାତୀୟ ସୁରକ୍ଷା ପରାମର୍ଶଦାତା ବୋର୍ଡ(ଏନଏସଏବି)ରେ ବଡ଼ ଧରଣର ଅଦଳବଦଳ ହୋଇଛି। ସରକାରଙ୍କ ଦ୍ୱାରା ପୁନର୍ଗଠିତ ଏନଏସଏବିରେ ସାତ ଜଣ ସଦସ୍ୟ ରହିବେ। ବୋର୍ଡରେ ତିନି ବାହିନୀର ଅବସରପ୍ରାପ୍ତ ଅଧିକାରୀ ରହିବେ। ପୂର୍ବତନ ‘ର’ ମୁଖ୍ୟ ଆଲୋକ ଜୋଶୀଙ୍କୁ ବୋର୍ଡ଼ର ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି ସରକାର। ବୋର୍ଡରେ ପୂର୍ବତନ ପଶ୍ଚିମ ଏୟାର କମାଣ୍ଡର ଏୟାର ମାର୍ଶଲ ପିଏମ୍ ସିହ୍ନା, ପୂର୍ବତନ ଦକ୍ଷିଣ ସେନା କମାଣ୍ଡର ଲେଫ୍ଟନାଣ୍ଟ ଜେନେରାଲ ଏକେ ସିଂହ ଏବଂ ସାମରିକ ସେବାରୁ ଅବସରପ୍ରାପ୍ତ ଅଧିକାରୀ ରିଅର ଆଡମିରାଲ ମୋଣ୍ଟି ଖାନ୍ନା ମଧ୍ୟ ସାମିଲ ଅଛନ୍ତି। ଭାରତୀୟ ପୁଲିସ ସେବାରୁ ଅବସରପ୍ରାପ୍ତ ଦୁଇ ସଦସ୍ୟ ରାଜୀବ ରଞ୍ଜନ ବର୍ମା ଏବଂ ମନମୋହନ ସିଂହ ମଧ୍ୟ ବୋର୍ଡରେ ଅଛନ୍ତି। ଏହି ସାତ ଜଣିଆ ବୋର୍ଡରେ ଅବସରପ୍ରାପ୍ତ ଆଇଏଫଏସ ବି. ଭେଙ୍କଟେଶ ବର୍ମା ମଧ୍ୟ ସାମିଲ ଅଛନ୍ତି।

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories