www.samajalive.in
Friday, December 5, 2025
26.1 C
Bhubaneswar

ଓଡିଆ ଝିଅ ରଶ୍ମିତାଙ୍କ ସହ କଥା ହେଲେ ମୋଦୀ

ନୂଆଦିଲ୍ଲୀ : ପିଏମ୍ ମୋଦୀଙ୍କ ମନ କି ବାତ୍ କାର୍ଯ୍ୟକ୍ରମରେ ଓଡିଆ ଝିଅ।  ଜାତୀୟ କାନୋଇଂ ଖେଳାଳି ରଶ୍ମିତା ସାହୁଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଭବିଷ୍ୟତ ପାଇଁ ମଙ୍ଗଳ କାମନା କରିବା ସହ ଶୁଭେଚ୍ଛା ଜଣାଇଛନ୍ତି ପିଏମ୍ ମୋଦୀ। ପ୍ରତିକୂଳ ପରିସ୍ଥିତିର ସାମ୍ନା କରିବା ସହ ଖେଳରେ ଦେଶର ନାଁ ଉଜ୍ବଳ କରିଥିବାରୁ ମୋଦୀ ରଶ୍ଚିତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।  ଖେଲୋ ଇଣ୍ଡିଆ ଓ୍ବାଟର ସ୍ପୋର୍ଟସରେ ଭାଗ ନେଇଥିଲେ ରଶ୍ମିତା। କଟକ ଯୋବ୍ରାସ୍ଥିତ ମହାନଦୀରେ ନୌକାଚାଳନା ଏବଂ ସଂତରଣ ପାଇଁ ଅଭ୍ୟାସ କରୁଥିଲେ ରଶ୍ମିତା। ନୌଚାଳନାରେ ଭାଗ ନେଇଥିବା ରଶ୍ମିତାଙ୍କୁ ଦୁଇ ସ୍ଵର୍ଣ୍ଣ ପଦକ ପାଇଁ ବଧାଇ ଜଣାଇଛନ୍ତି। ସେ କିପରି କ୍ରୀଡା ଜୀବନ ଆରମ୍ଭ କଲେ ଏବଂ କଣ ସଂଘର୍ଷ ଥିଲା ତାହା ପଚାରିବୁଝିଛନ୍ତି।

Hot this week

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

Related Articles

Popular Categories