www.samajalive.in
Saturday, December 6, 2025
26.1 C
Bhubaneswar

ଆଫଗାନିସ୍ତାନ ସ୍ତିତି ଉପରେ ରୁଷ ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥାବାର୍ତ୍ତା କରିଛନ୍ତି। ତାଲିବାନମାନଙ୍କ ଦ୍ୱାରା କ୍ଷମତା ଦାଖଲ ପରେ ଆଫଗାନିସ୍ତାନ ସ୍ତିତି ଉପରେ ମୋଦୀ ଏକ ବିସ୍ତୃତ ତଥା ଉପଯୋଗୀ ମତ ବିନିମୟ କରିଛନ୍ତି। ମୋଦୀ ଏକ ଟୁଇଟ୍‌ରେ କହିଛନ୍ତି ଯେ କୋଭିଡ -୧୯ ମୁକାବିଲାରେ ଭାରତ-ରୁଷ ସହଯୋଗ ସମେତ ଉଭୟ ନେତା ଦ୍ୱିପାକ୍ଷିକ ଏଜେଣ୍ଡା ଉପରେ ଆଲୋଚନା କରିଛନ୍ତି। ଉଭୟ ନେତା ମଧ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ପରାମର୍ଶ ଜାରି ରଖିବାକୁ ଇଛା ପ୍ରକାଶ କରିଛନ୍ତି।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories