ଭୁବନେଶ୍ବର : ୧୨ ତାରିଖରେ ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ରୋଡ୍ ଶୋ’ ଅନୁଷ୍ଠିତ ହେବ । ୧୨ ତାରିଖ ବୁଧବାର ସନ୍ଧ୍ୟାରେ ଜୟଦେବ ବିହାରରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ୍ ସୋ କରିବେ ମୋଦୀ । ରୋଡ୍ ଶୋ’ କରି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହକୁ ଆସିବେ ମୋଦୀ ।
Popular Categories

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!