www.samajalive.in
Wednesday, December 10, 2025
23.1 C
Bhubaneswar

କନ୍ୟାକୁମାରୀରେ ଦୁଇଦିନ ଧ୍ୟାନ କରିବେ ମୋଦୀ

ନୂଆଦିଲ୍ଲୀ : ଲୋକସଭା ନିର୍ବାଚନ ପ୍ରଚାର ଶେଷ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇଦିନ ଧରି କନ୍ୟାକୁମାରୀର ସ୍ବାମୀ ବିବେକାନନ୍ଦ ଧ୍ୟାନ ମଣ୍ଡପମ୍‌ରେ ଧ୍ୟାନରେ ବସିବେ। ମେ ୩୦ ତାରିଖରେ ଶେଷ ପର୍ଯ୍ୟାୟ ଲୋକସଭା ନିର୍ବାଚନ ନିମନ୍ତେ ପ୍ରଚାର ​‌ଶେଷ ହେବ। ତେଣୁ ମୋଦୀ ମେ ୩୦ ତାରିଖ ସନ୍ଧ୍ୟାରୁ ଜୁନ୍‌ ୧ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଏଠାରେ ଧ୍ୟାନ କରିବେ। କନ୍ୟାକୁମାରୀର ସ୍ବାମୀ ବିବେକାନନ୍ଦୀ ସ୍ମାରକୀ ସ୍ଥଳର ଏକ ସ୍ବତନ୍ତ୍ର ମାହାତ୍ମ୍ୟ ରହିଛି। କାରଣ ଏଠାରେ ଧ୍ୟାନ କରିବା ପରେ ବିବେକାନନ୍ଦଙ୍କ ଜୀବନରେ ଏକ ବଡ ପରିବର୍ତ୍ତନ ଆସିଥିଲା ବୋଲି କୁହାଯାଏ। ବିବେକାନନ୍ଦ ସାରା ଦେଶ ଭ୍ରମଣ କରିବା ପରେ ଏହି ସ୍ମାରକୀ ସ୍ଥଳରେ ତିନିଦିନ ଧରି ଧ୍ୟାନ କରିଥିଲେ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories