www.samajalive.in
Saturday, December 6, 2025
15.1 C
Bhubaneswar

ମୋଦୀଙ୍କ ଶିକ୍ଷାଗତ ଯୋଗ୍ୟତା ମାମଲା – ସମନ ରଦ୍ଦ ଆବେଦନ ଖାରଜ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ଆମ୍ ଆଦମୀ ପାର୍ଟି ନେତା ଅରବିନ୍ଦ କେଜରୀଓ୍ଵାଲ ଓ ସଞ୍ଜୟ ସିଂହଙ୍କ ବିରୋଧରେ ଅପରାଧିକ ମାନହାନି ମାମଲାରେ ଜାରି ହୋଇଥିବା ସମନକୁ ରଦ୍ଦ କରିବା ପାଇଁ ହୋଇଥିବା ଆବେଦନକୁ ଗୁଜୁରାଟ ହାଇକୋର୍ଟ ଖାରଜ କରିଦେଇଛନ୍ତି।

ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜରୀଓ୍ଵାଲ ଏବଂ ‘ଆପ’ର ରାଜ୍ୟସଭା ସଦସ୍ୟ ସଞ୍ଜୟ ସିଂହ ଗୁଜୁରାଟ ବିଶ୍ୱବିଦ୍ୟାଳୟ ଦ୍ୱାରା ଦାୟର ମାମଲାରେ ନିମ୍ନ ଅଦାଲତର ସମନ ଏବଂ ପରବର୍ତ୍ତୀ ସମୟରେ ସେସନ୍ସ କୋର୍ଟ ସମନ ବିରୋଧରେ ସେମାନଙ୍କ ପୁନର୍ବିଚାର ଆବେଦନକୁ ଖାରଜ କରିବାକୁ ଦେଇଥିବା ଆଦେଶକୁ ଚ୍ୟାଲେଞ୍ଜ କରିଥିଲେ।

୮ ଭାରତୀୟଙ୍କ ମୁକ୍ତିରେ ମୋ ଭୂମିକା ନାହିଁ – ଶାହରୁଖ ଖାନ

- Advertisement -

ସେମାନଙ୍କ ଆବେଦନକୁ ଖାରଜ କରି ବିଚାରପତି ହସମୁଖ ସୁଥାର ଦୁଇ ଆପ୍ ନେତାଙ୍କୁ ନିମ୍ନ ଅଦାଲତରେ ନିଜର ଯୁକ୍ତି ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories