ମୋଦୀଙ୍କ ଗ୍ୟାରେଣ୍ଟି ହେଉଛି ବେକାରୀର ଗ୍ୟାରେଣ୍ଟି – ପ୍ରିୟଙ୍କା ଗାନ୍ଧୀ

ଡେସ୍କ: ପରିସଂଖ୍ୟାନ ଅନୁଯାୟୀ ଦେଶରେ ପ୍ରାୟ ୩୦ ଲକ୍ଷ ସରକାରୀ ପଦବୀ ଖାଲି ଅଛି। ଆମର କୋଟି କୋଟି ଯୁବକ ଚାକିରୀକୁ ଅପେକ୍ଷା କରିଛନ୍ତି, କିନ୍ତୁ ଗତ ୧୦ ବର୍ଷ ମଧ୍ୟରେ ବିଜେପି ସରକାର ଏହି ପଦବୀ ପୂରଣ ପାଇଁ କେବଳ କହିବା ବ୍ୟତୀତ ଆଉ କିଛି କରିନାହାଁନ୍ତି ବୋଲି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ର କହିଛନ୍ତି। आंकड़ों के अनुसार, देश में करीब 30 लाख सरकारी पद खाली हैं। हमारे … Continue reading ମୋଦୀଙ୍କ ଗ୍ୟାରେଣ୍ଟି ହେଉଛି ବେକାରୀର ଗ୍ୟାରେଣ୍ଟି – ପ୍ରିୟଙ୍କା ଗାନ୍ଧୀ