www.samajalive.in
Saturday, December 13, 2025
27.1 C
Bhubaneswar

୨୩ରେ ପୁଣି ମୋଦୀଙ୍କ ଓଡ଼ିଶା ଗସ୍ତ ; ୧୯ରେ ରାଜନାଥ ସିଂହ ଓ ୨୦ରେ ମୁଖତାର୍ ନକଭି

ଭୁବନେଶ୍ୱର: ଆସନ୍ତା ୨୩ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଥରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଓଡ଼ିଶା ଆସି ସେ କେନ୍ଦ୍ରାପଡ଼ା ଏବଂ ବାଲେଶ୍ୱରରେ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ। ଗୁରୁବାର ଦଳର ମୁଖପାତ୍ର ଗୋଲକ ମହାପାତ୍ର ଏହି ସୂଚନା ଦେଇଛନ୍ତି। ଏହା ସହିତ ଶୁକ୍ରବାର(୧୯ ଏପ୍ରିଲ) ସ୍ୱରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଓଡ଼ିଶା ଆସିବେ ବୋଲି ସୂଚନା ମିଳିଛି। ରାଜନାଥ ସିଂହ ଓଡ଼ିଶା ଆସି ମୟୂରଭଞ୍ଜ, ନୟାଗଡ଼ ଓ କଟକ ସଦରରେ ଆୟୋଜିତ ହେବାକୁ ଥିବା ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ଅପରପକ୍ଷରେ କେନ୍ଦ୍ର ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ମୁଖତାର୍ ଅବାସ୍ ନକଭି ଚଳିତ ମାସ ୨୦ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ସେ କେନ୍ଦ୍ରାପଡ଼ା, ସାଲେପୁର ଏବଂ ଭଦ୍ରକରେ ଆୟୋଜିତ ହେବାକୁ ଥିବା ନିର୍ବାଚନୀ ସଭାରେ ଯୋଗ ଦେବେ ବୋଲି ସୂଚନା ମିଳିଛି।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories