www.samajalive.in
Saturday, December 6, 2025
16.1 C
Bhubaneswar

ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଲେ ମୋଇନ୍ ଅଲି

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ କ୍ରିକେଟରୁ ରବିବାର ସନ୍ନ୍ୟାସ ଘୋଷଣା କରିଛନ୍ତି ଇଂଲଣ୍ଡର କିମ୍ବଦନ୍ତୀ ଅଲରାଉଣ୍ଡର ମୋଇନ୍ ଅଲି। ଇଂଲଣ୍ଡ ପାଇଁ ଦୁଇ ଥର ବିଶ୍ଵକପ୍ ଜିତିଥିବା ମୋଇନ୍ ତାଙ୍କ ୧୦ ବର୍ଷର କ୍ୟାରିୟରରେ ଅନେକ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ହ୍ୱାଇଟ ବଲ୍ ସିରିଜ୍ ପାଇଁ ଇଂଲଣ୍ଡ ଦଳରେ ମୋଇନ୍‌ଙ୍କୁ ଚୟନ କରାଯାଇ ନ ଥିଲା, ଯେଉଁଥିପାଇଁ ସେ ଏହି ନିଷ୍ପତ୍ତି ନେଇଥିବା କୁହାଯାଉଛି। ୩୭ ବର୍ଷୀୟ ମୋଇନ ଇଂଲଣ୍ଡ ପାଇଁ ୬୮ ଟେଷ୍ଟ, ୧୩୮ ଦିନିକିଆ ଓ ୯୨ ଟି-୨୦ ମ୍ୟାଚ୍ ଖେଳିଛନ୍ତି। ୨୦୧୯ରେ ଦିନିକିଆ ବିଶ୍ଵକପ୍ ଓ ୨୦୨୨ରେ ଟି-୨୦ ବିଶ୍ଵକପ୍‌ ଜିତିଥିବା ଇଂଲଣ୍ଡ ଦଳର ଅଂଶ ଥିଲେ ମୋଇନ୍ ଅଲି।

 

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories