www.samajalive.in
Saturday, December 6, 2025
26.1 C
Bhubaneswar

କାର୍‌‌ -ଟ୍ରକ ଧକ୍କା ; ୫ ଯୁବକ ମୃତ

ମୋଗା : ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୫ ଜଣ ଯୁବକଙ୍କ ଜୀବନ ଚାଲି ଯାଇଛି। ଏହି ଦୁର୍ଘଟଣା କଡାହେବାଲା ନିକଟରେ ଏକ କାର୍‌‌ ଓ ଟ୍ରକ ମଧ୍ୟରେ ଧକ୍କା ହେବାରୁ ଘଟିଛି। ଫଳରେ କାର୍‌‌ରେ ଥିବା ୫ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ବିଳମ୍ବିତ ରାତି ୩ଟାରେ ଏହି ଦୁର୍ଘଟଣା ଘଟିଥିବା ବେଳେ ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories