www.samajalive.in
Saturday, December 6, 2025
16.1 C
Bhubaneswar

ମହମ୍ମଦ ମୋକିମ୍‌ଙ୍କୁ ଆଶ୍ୱସ୍ତି – ହାଇକୋର୍ଟଙ୍କ ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ଡେସ୍କ: ମହମ୍ମଦ ମୋକିମ୍‌ଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। କଟକ ହାଇକୋର୍ଟ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିବା ବେଳେ ଆଜି ସୁପ୍ରିମକୋର୍ଟ ସେହି ରାୟ ଉପରେ ରହିତାଦେଶ ଜାରି କରିଛନ୍ତି। ଗତ ମାର୍ଚ୍ଚ ୩ରେ ହାଇକୋର୍ଟ କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲାରେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ। ନିର୍ବାଚନୀ ମିଥ୍ୟା ସତ୍ୟପାଠ ମାମଲାରେ ହାଇକୋର୍ଟରେ ଏହି ଅଭିଯୋଗ ପ୍ରମାଣିତ ହୋଇଥିଲା। ନିର୍ବାଚନ ସମୟରେ ସତ୍ୟପାଠ ନିୟମ ମୂତାବକ ଦେଇନଥିବା ଏବଂ ଅନେକ ତଥ୍ୟ ଲୁଚାଇଥିବା ନେଇ କୋର୍ଟ କହିଥିଲେ। ମିଥ୍ୟା ସତ୍ୟପାଠ ନେଇ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।

ଲୋକସଭା ନିର୍ବାଚନ: ବଡ଼ ଧରଣର ବଦଳି ପାଇଁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ, ହଟିଲେ ପଶ୍ଚିମବଙ୍ଗ ଡିଜିପି

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories