ମହମ୍ମଦ ମୋକିମ୍‌ଙ୍କୁ ଆଶ୍ୱସ୍ତି – ହାଇକୋର୍ଟଙ୍କ ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ଡେସ୍କ: ମହମ୍ମଦ ମୋକିମ୍‌ଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। କଟକ ହାଇକୋର୍ଟ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିବା ବେଳେ ଆଜି ସୁପ୍ରିମକୋର୍ଟ ସେହି ରାୟ ଉପରେ ରହିତାଦେଶ ଜାରି କରିଛନ୍ତି। ଗତ ମାର୍ଚ୍ଚ ୩ରେ ହାଇକୋର୍ଟ କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲାରେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ। ନିର୍ବାଚନୀ ମିଥ୍ୟା ସତ୍ୟପାଠ ମାମଲାରେ ହାଇକୋର୍ଟରେ ଏହି ଅଭିଯୋଗ ପ୍ରମାଣିତ ହୋଇଥିଲା। ନିର୍ବାଚନ ସମୟରେ ସତ୍ୟପାଠ ନିୟମ ମୂତାବକ ଦେଇନଥିବା ଏବଂ ଅନେକ ତଥ୍ୟ ଲୁଚାଇଥିବା … Continue reading ମହମ୍ମଦ ମୋକିମ୍‌ଙ୍କୁ ଆଶ୍ୱସ୍ତି – ହାଇକୋର୍ଟଙ୍କ ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ