ଓଆରଏଚଡିସି ଦୁର୍ନୀତି ମାମଲା: ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ସାମୟିକ ଆଶ୍ଵସ୍ତି

ଭୁବନେଶ୍ଵର: ଓଡ଼ିଶା ରୁରାଲ ହାଉସିଂ ଡେଭଲପମେଣ୍ଟ କର୍ପୋରେସନ(ଓଆରଏଚଡିସି) ଦୁର୍ନୀତି ମାମଲାରେ ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ସାମୟିକ ଆଶ୍ଵସ୍ତି ମିଳିଛି। ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଆତ୍ମସମର୍ପଣରୁ ଛାଡ଼ କରିଛନ୍ତି ସୁପ୍ରିମକୋର୍ଟ। ଏପ୍ରିଲ ୨୨ରେ ପରବର୍ତ୍ତୀ ଶୁଣାଣି। ସେପର୍ଯ୍ୟନ୍ତ ମୋକିମଙ୍କୁ ଆତ୍ମସମର୍ପଣ କରିବାକୁ ପଡ଼ିବନାହିଁ। ଏଠାରେ ସୂଚନାଯୋଗ୍ୟ, ଓଆରଏଚଡିସି ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡ ହାଇକୋର୍ଟ କାଏମ ରଖିଥିଲେ। ଏହାକୁ ଚ୍ୟାଲେଞ୍ଜ କରି ମହମ୍ମଦ ମୋକିମ ସୁପ୍ରିମକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ। ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଜାରି; … Continue reading ଓଆରଏଚଡିସି ଦୁର୍ନୀତି ମାମଲା: ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ସାମୟିକ ଆଶ୍ଵସ୍ତି