www.samajalive.in
Wednesday, November 12, 2025
28.1 C
Bhubaneswar

ବିଜୟା ଦଶମୀ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ବିଜୟା ଦଶମୀ ତଥା ଦଶହରା । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଖ୍‍ସରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଅସତ୍ୟ ଉପରେ ସତ୍ୟର ବିଜୟ ଓ ଅଧର୍ମ ଉପରେ ଧର୍ମର ବିଜୟର ଦିନ ଆଜି । ଅନ୍ୟାୟ ଉପରେ ନ୍ୟାୟର ବିଜୟର ମହାପର୍ବ ପବିତ୍ର ବିଜୟା ଦାମୀ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା । ମା’ଦୁର୍ଗା ସୁଖ, ସମୃଦ୍ଧି ଓ ଶାନ୍ତି ପ୍ରଦାନ କରିବା ସହ ଜଗତର କଲ୍ୟାଣ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ପ୍ରାର୍ଥନା କରିଛନ୍ତି ।

Hot this week

ଏକ୍‌ଜିଟ୍‌ ପୋଲ୍‌କୁ ଖାରଜ କରିଛନ୍ତି ତେଜସ୍ୱୀ ଯାଦବ

ସମାଜ ଲାଇଭ୍ ଡେସ୍କ : ବିହାରରରେ ସମସ୍ତ ପର୍ଯ୍ୟାୟ ମତଦାନ ଶେଷ...

ନୂଆପଡ଼ା ଉପନିର୍ବାଚନରେ ଐତିହାସିକ ୮୩.୪୫% ମତଦାନ

ସମାଜଲାଇଭ ଡେସ୍କ: ନୂଆପଡ଼ା ଉପନିର୍ବାଚନରେ ଏଥର ରେକର୍ଡ ମତଦାନ ହୋଇଛି। ଚଳିତ...

ହସ୍ପିଟାଲରୁ ଡିସଚାର୍ଜ ହେଲେ ଧର୍ମେନ୍ଦ୍ର

ମୁମ୍ବାଇ: ସୁସ୍ଥ ହୋଇ ଘରକୁ ଫେରିଲେ ଭେଟେରାନ୍ ଅଭିନେତା ଧର୍ମେନ୍ଦ୍ର। ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା...ଆଉ ଗୋଟିଏ ଦିନ ବଢ଼ିଲା ଐତିହାସିକ କଟକ...

ଦିଲ୍ଲୀ ବିସ୍ଫୋରଣ : ଜାନୁଆରୀ ୨୬ରେ ହୋଇଥିଲା ଯୋଜନା

ସମାଜ ଲାଇଭ୍ ଡେସ୍କ : ଦିଲ୍ଲୀ ବିସ୍ଫୋରଣ ଘଟଣାରେ ସାମ୍ନାକୁ ଆସିଲା...

Related Articles

Popular Categories