www.samajalive.in
Monday, December 8, 2025
27.1 C
Bhubaneswar

ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ମାସ୍କ , ସାନିଟାଇଜର ଓ ରିଲିଫ ବଣ୍ଟନ

ମୋହନା : ଗଜପତି ଜିଲା ଅଡବାସ୍ଥିତ ରାଜୀବ ଗାନ୍ଧୀ ସେବା କେନ୍ଦ୍ରଠାରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ସ୍ବାଦ ପକ୍ଷରୁ ସୋମବାର ଗରୀବ ହିତାଧିକାରୀମାନଙ୍କୁ ରିଲିଫ ବଣ୍ଟନ କରାଯାଇଛ। ଅନୁଷ୍ଠାନର ଉପନିର୍ଦ୍ଦେଶକ କମଳ ସଭାନାୟକ ଓ ସଂଯୋଜକ ପ୍ରଦୀପ କୁମାର ନାୟକଙ୍କ ଉପସ୍ଥିତିରେ ପଞ୍ଚାୟତରୁ ବଞ୍ଚିତ ୫୪ ଜଣଙ୍କୁ ରାସନ ସାମଗ୍ରୀ ବଣ୍ଟନ କରିବାସହ ସେମାନେ କରୋନା ସଂକ୍ରମଣରୁ କିପରି ରକ୍ଷାପାଇବେ ସେ ସମ୍ପର୍କରେ ସଚେତନତା କରି ସମସ୍ତଙ୍କୁ ମାସ୍କ ଓ ସାନିଟାଜର ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅଡ଼ବା ସରପଞ୍ଚ ଓ ଅନୁଷ୍ଠାନର କର୍ମଚାରୀମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories