www.samajalive.in
Saturday, December 6, 2025
19.1 C
Bhubaneswar

୧୭ କିଲୋ ଗଞ୍ଜେଇ ସହ କାର ଜବତ, ଜଣେ ଗିରଫ

ମୋହନା: ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀଙ୍କ ନିର୍ଦ୍ଦେଶ କ୍ରମେ ରା.ଉଦୟଗିରି ଏସଡିପିଓ ଦିଲ୍ଲୀପ କୁମାର ନାୟକଙ୍କ ତତ୍ତ୍ବାବଧାନରେ ଅଡ଼ବା ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ପାତ୍ରଙ୍କ ନେତ୍ୱତ୍ଵରେ ଏସଆଇ ରବୀନ୍ଦ୍ର କୁମାର ପାତ୍ର ଓ ତାଙ୍କ ଟିମ ମଙ୍ଗଳବାର ଗୁଣ୍ଡିମା ନିକଟରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ଏକ କାରକୁ ଅଟକାଇ ଯାଞ୍ଚ କରିବା ବେଳେ ସେଥିରୁ ୧୭ କିଲୋ ୩୦୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଗଞ୍ଜେଇ କୋରାପୁଟ ଜିଲ୍ଲାରୁ ଗଂଜାମ ଜିଲ୍ଲାକୁ ଚାଲାଣ ହେଉଥିଲା ବୋଲି ଥାନା ପକ୍ଷରୁ ସୂଚନା ଦିଆଯାଇଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories