www.samajalive.in
Monday, December 8, 2025
14.1 C
Bhubaneswar

ଗୃହ ଉଚ୍ଛେଦକୁ ନେଇ ହାଇକୋର୍ଟଙ୍କ ରହିତାଦେଶ

ମୋହନା: ଗଜପତି ଜିଲ୍ଲା ଅଡବା ପଞ୍ଚାୟତ ନିକଟରେ ଅବସ୍ଥିତ ଠାକୁରାଣୀ ମନ୍ଦିର ନିକଟ ସରକାରୀ ଜମିରେ ଘର ନିର୍ମାଣ କରି ରହିଆସୁଥିଲେ ଘୋଡାପଙ୍କା ଗ୍ରାମର କାମିଲି ନାୟକ । ଏହାକୁ ବିରୋଧ କରି ବିଭିନ୍ନ ସମୟରେ ଅଡବାବାସୀ ଉଚ୍ଚ ପଦସ୍ଥ ଅଧିକାରୀଙ୍କ ଦ୍ଵାରସ୍ଥ ହୋଇଥିଲେ। ମୋହନା ତହସିଲଦାର ଗତ ୨୭ରେ ଉକ୍ତ ସ୍ଥାନ ଖାଲି କରିବା ପାଇଁ ନୋଟିସ ଜାରି କରିଥିଲେ । ହେଲେ ଏହାକୁ ବିରୋଧ କରି କାମିଲି ହାଇକୋର୍ଟର ଦ୍ଵାରସ୍ଥ ହୋଇଥିଲେ। ୨୪/୫/୨୨ରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପ୍ରକାରେ ତାଙ୍କ ଘରକୁ ଉଚ୍ଛେଦ ନ କରିବା ପାଇଁ ୧୫ ଦିନ ଅଧିକା ସମୟ ଦେବା ପାଇଁ ମୋହନା ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories