www.samajalive.in
Monday, December 8, 2025
13.1 C
Bhubaneswar

ଚାଓମିନ୍‌ ଫ୍ୟାକ୍ଟ୍ରିରେ ଅଘଟଣ; ଶ୍ୱାସରୁଦ୍ଧ ହୋଇ ୩ ମୃତ

ମୋହନା: ନାରାୟଣ ନଗରରେ ଥିବା ଚାଓମିନ୍‌ ଫ୍ୟାକ୍ଟ୍ରିରେ ବଡ଼ ଧରଣର ଅଘଟଣ ଘଟିଛି । ଫ୍ୟାକ୍ଟ୍ରିରେ କାମ ସାରି ଶୋଇଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୩ କର୍ମଚାରୀଙ୍କ ମୃତ୍ୟୁ ହୋଇଛି । ସୂଚନା ମୁତାବକ ଜାଳେଣି ଗ୍ୟାସ ଲିକ୍‌ ଯୋଗୁ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି । ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ଏନେଇ ପୁଲିସ ଓ ଦମକଳ ବାହିନୀ ଖବର ପାଇବା ପରେ ସେମାନଙ୍କୁ ଉଦ୍ଧାର କରି ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ସମସ୍ତ ୩ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories