www.samajalive.in
Friday, December 5, 2025
16.1 C
Bhubaneswar

ନାବାଳିକାକୁ ଦୁଷ୍କର୍ମ ସହ ଗର୍ଭବତୀ କଲେ ସରପଞ୍ଚଙ୍କ ସ୍ବାମୀ, ଥାନାରେ ମାମଲା

ମୋହନା: ଅଡ଼ବା ସରପଞ୍ଚଙ୍କ ସ୍ବାମୀଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆସିଛି। ଜଣେ ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ ସହ ଗର୍ଭବତୀ କରିଥିବା ଅଭିଯୋଗ ହୋଇଛି। ଏଥିନେଇ ଅଡ଼ବା ଥାନାରେ ପୀଡ଼ିତାଙ୍କ ବାପା ଅଭିଯୋଗ କରିବା ପରେ ମାମଲା ରୁଜୁ ହୋଇଛି। ପୁଲିସ ଘଟଣାର ଛାନଭିନ ଜାରି ରଖିଛି।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories