www.samajalive.in
Sunday, December 14, 2025
15.1 C
Bhubaneswar

୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା: ଗଜପତି ଜିଲା ଆର.ଉଦୟଗିରି ପୁଲିସ ୨୨ ତାରିଖ ରାତ୍ରିରେ ପେଟ୍ରୋଲିଂ କରୁଥିବା ବେଳେ ଘଞ୍ଚ ଜଙ୍ଗଲ ମଧ୍ୟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି। ଯାହାର ଆନୁମାନିକ ବଜାର ମୂଲ୍ୟ ୧୦ ଲକ୍ଷ ଟଙ୍କାରୁ ଅଧିକ ହେବ।

ସୂଚନାଯୋଗ୍ୟ ଆର.ଉଦୟଗିରି ସବଇନିସ୍‌ପେକ୍ଟର ରାମକୃଷ୍ଣ ଦାସ ଓ କର୍ମଚାରୀ ମିଳିତଭାବେ ଏହି ଥାନା ଅନ୍ତର୍ଗତ ଅନୁଗୁରୁ ଗ୍ରାମାଞ୍ଚଳରେ ରାତ୍ରକାଳୀନ ପେଟ୍ରୋଲିଙ୍ଗ କରି ଫେରୁଥିବା ସମୟରେ ୱାମା ଗ୍ରାମ ନିକଟ ଜଙ୍ଗଲରେ ବିପୁଳ ପରିମାଣର ଗଞ୍ଜେଇ ରଖାଯାଇଥିବା ଥାନା ଅଧିକାରୀଙ୍କଠାରୁ ଖବର ପାଇ ଉକ୍ତ ସ୍ଥାନରେ ଚଢ଼ାଉ କରିଥିଲେ।

- Advertisement -

ସେଠାରୁ ୨ କ୍ବିଣ୍ଟାଲ ୭୦ କିଲୋ ଗଂଜେଇ ଜବତ ହୋଇଥିଲା। ଯାହାର ମୂଲ୍ୟ ୧୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଥାନା ଅଧିକାରୀ କହିଛନ୍ତି। କିନ୍ତୁ ଜବତ ଗଞ୍ଜେଇ ସ୍ଥାନରୁ ପୁଲିସ ଆସୁଥିବାର ଖବର ପାଇ ମାଫିଆମାନେ ସ୍ଥାନ ଛାଡି ଚମ୍ପଟ ମାରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories