www.samajalive.in
Saturday, December 6, 2025
16.1 C
Bhubaneswar

ପୋଲ ତଳକୁ ବାଇକ ଖସି ୨ ଯୁବକଙ୍କ ମୃତ୍ୟୁ

ମୋହନା : ପୋଲ ତଳକୁ ବାଇକ ଖସି ୨ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ମଙ୍ଗଳବାର ଆର୍‌‌. ଉଦୟଗିରି ଡୁମ୍ବା ପାର୍କ ନିକଟ ପୋଲରେ ଘଟିଛି। ଦୁର୍ଘଟଣା ପରେ ଉଭୟଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ଘଟଣାସ୍ଥଳରେ ଜଣଙ୍କର ଓ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories