ମୋହନା : ଆର୍. ଉଦୟଗିରି ଆରଡବ୍ଲୁଏସଏସ ବିଭାଗୀୟ ଯନ୍ତ୍ରୀ ଗୁରୁବାର ଏକ ସାଂଘାତିକ ଅଭିଯୋଗ ଆଣିଛନ୍ତି । ପାଣି ବଦଳରେ ପିଅନ ତାଙ୍କୁ ପରିଶ୍ରା ପିଆଇ ଦେଇଥିବା ନେଇ ଯନ୍ତ୍ରୀ ଅଭିଯୋଗ କରିଛନ୍ତି । ଆର୍.ଉଦୟଗିରି ଥାନାରେ ଯନ୍ତ୍ରୀଙ୍କ ଅଭିଯୋଗ ପରେ ଘଟଣାର ତଦନ୍ତ ଆରମ୍ଭ ହୋଇଛି । ଗତ ୨୩ ତାରିଖ ରାତିରେ ପିଅନ ପାଣି ବଦଳରେ ପରିଶ୍ରା ଦେଇଥିବା ଅଭିଯୋଗ ହୋଇଛି। ଯନ୍ତ୍ରୀ ଜଣକ ଜାଣି ନପାରି ପରିଶ୍ରା ପିଇ ଦେଇଥିବାରୁ ସେ ଅସୁସ୍ଥ ହୋଇପଡିଥିଲେ। ବ୍ରହ୍ମପୁର ମେଡିକାଲରେ ଚିକିତ୍ସିତ ପରେ ଥାନାରେ ଯନ୍ତ୍ରୀ ଏନେଇ ଅଭିଯୋଗ କରିଥିଲେ।
ଆଉ ମାତ୍ର ଅଳ୍ପ ଦିନ.. ଖାଲି ଧନ ହିଁ ଧନ ଦେବ ମଙ୍ଗଳ-ଶନିଙ୍କ ଶକ୍ତିଶାଳୀ ରାଜଯୋଗ; ଏହି ୫ ରାଶିଙ୍କୁ ମିଳିବ ବଡ ସଫଳତା



