www.samajalive.in
Monday, December 8, 2025
14.1 C
Bhubaneswar

ଅଙ୍ଗନବାଡି କର୍ମୀ ଓ ସୁପରଭାଇଜରଙ୍କୁ ମିଳିଲା ମୋବାଇଲ କିଟ୍

ମୋହନା: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲାପାଳ ଅନୁପମ ସାହାଙ୍କ ଆଦେଶରେ ସମନ୍ନିତ ଶିଶୁ ବିକାଶ ବିଭାଗ ଦ୍ୱାରା ମୋହନା ବ୍ଳକର ୩୯ଟି ପଞ୍ଚାୟତରେ କାର୍ଯ୍ୟରତ ଥିବା ୬୫୦ ଜଣ କର୍ମଚାରୀଙ୍କୁ ମୋବାଇଲ କିଟ୍ ବଣ୍ଟନ କରାଯାଇଥିଲା। ସେଥିମଧ୍ୟରୁ ଅଙ୍ଗନାବାଡି କର୍ମୀ ୬୩୨ ଓ ସୁପରଭାଇଜରଙ୍କୁ ୧୮ ଟି ମୋବାଇଲ କିଟ୍ ପ୍ରଦାନ କରାଯାଇଛି। ଏହି କିଟରେ ଗୋଟିଏ ମୋବାଇଲ, ପାୱ।ର ବେଙ୍କ, ମେମୋରୀ କାର୍ଡ ରହିଛି। ଶିଶୁ ବିକାଶ ଅଧିକାରିଣୀ ଲଳିତା ମଲ୍ଲିକଙ୍କ ଉପସ୍ଥିତିରେ ଏହି ସମସ୍ତ କିଟ୍ ବଣ୍ଟନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଆଇସିଡିଏସ କାର୍ଯ୍ୟାଳୟର କନିଷ୍ଠ ସହାୟକ ଶିବଶଙ୍କର ସାହୁ ଓ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories