www.samajalive.in
Monday, December 8, 2025
14.1 C
Bhubaneswar

ତାଲା ପକାଉଥିଲେ ସୁନା ବ୍ୟବସାୟୀ; ଦୁର୍ବୃତ୍ତ ଲୁଟି ନେଲେ କେଜିଏ ସୁନା, ୫ କେଜି ରୁପା..

ମୋହନା : ବ୍ୟବସାୟୀଙ୍କ ଠାରୁ ଦୁର୍ବୃତ୍ତ ଲୁଟି ନେଲେ କେଜି କେଜି ସୁନାଗହଣା । କେଜିଏ ସୁନା, ୫ କେଜି ରୁପା ଲୁଟ୍‌ ହୋଇଥିବା ନେଇ ବ୍ୟବସାୟୀ ଜଣକ ଥାନାରେ ଅଭିଯୋଗ କରିଛନ୍ତି । ମୋହନା ବଜାରରେ ଥିବା ଜୁଏଲାରୀ ଦୋକାନ ମାଲିକଙ୍କ ଠାରୁ ଏହି ଲୁଟ୍‌ ହୋଇଥିବା ଘଟଣା ଗୁରୁବାର ସାମ୍ନାକୁ ଆସିଛି । ବ୍ୟବସାୟୀ ଜଣକ ଦୋକାନ ତାଲା ପକାଇବା ବେଳେ ଦୁର୍ବୃତ୍ତମାନେ ଅଳଙ୍କାର ବ୍ୟାଗ୍‌କୁ ଝାମ୍ପି ନେଇଥିଲେ ।ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଏ କି ଦୃଶ୍ୟ! ଭିଡିଓରେ ଦେଖନ୍ତୁ, ଛେପ ପକାଇ ହୋଟେଲରେ ରୁଟି ସେକୁଛନ୍ତି ଯୁବକ..

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories