www.samajalive.in
Wednesday, December 10, 2025
14.1 C
Bhubaneswar

କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କରୋନା

ଭୁବନେଶ୍ଵର : କଟକ-ବାରବାଟୀ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ମହମ୍ମଦ ମୋକିମ୍ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ସୁସ୍ଥ ଅଛନ୍ତି, କିନ୍ତୁ ପଜିଟିଭ୍ ଚିହ୍ନଟ ହୋଇଥିବାରୁ ସଙ୍ଗରୋଧରେ ରହିଛନ୍ତି । ଏହା ସହିତ ନିକଟ ଅତୀତରେ ଯେଉଁମାନେ ତାଙ୍କ ସମ୍ପର୍କରେ ଆସିଛନ୍ତି ସେମାନେ ନିଜର ପରୀକ୍ଷା କରାଇନେବାକୁ ସେ ଅନୁରୋଧ କରିଛନ୍ତି। ସୂଚନାଯୋଗ୍ୟ ଯେ ସପ୍ତାହକ ତଳେ ବିଧାନସଭା ଅଧିବେଶନ ପୂର୍ବରୁ ଅନ୍ୟ ବିଧାୟକଙ୍କ ସହ ମୋକିମଙ୍କର ପରୀକ୍ଷା କରାଯାଇଥିଲା । ସେତେବେଳେ ସେ ନେଗେଟିଭ୍ ଚିହ୍ନଟ ହୋଇଥିଲେ

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories