www.samajalive.in
Saturday, December 6, 2025
23.1 C
Bhubaneswar

ସାମିଙ୍କ ବିରୋଧରେ ଗିରଫ ୱାରେଣ୍ଟ ଜାରି

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ମହମ୍ମଦ ସାମିଙ୍କ ବିରୋଧରେ ସୋମବାର ଗିରଫ ୱାରେଣ୍ଟ ଜାରି କରାଯାଇଛି। ପଶ୍ଚିମବଙ୍ଗର ଆଲିପୁର ଅଦାଲତ ପକ୍ଷରୁ ପତ୍ନୀ ହସିନ୍ ଜହାନଙ୍କ ଦ୍ଵାରା ଦାୟର ହୋଇଥିବା ଘରୋଇ ହିଂସା, ପରନାରୀ ସହ ସମ୍ପର୍କ ମାମଲା ଆଧାରରେ ଗିରଫଦାରୀ ଓ୍ଵାରେଣ୍ଟ ଜାରି କରାଯାଇଛି।

କୋଲକାତା ଅଦାଲତ ପୁଲିସକୁ ନିର୍ଦ୍ଦେଶ ଦେଇଛନ୍ତି ଯେ, ଯଦି ୧୫ ଦିନ ଭିତରେ ମହମ୍ମଦ ସାମି ଅଦାଲତରେ ହାଜର ନହୁଅନ୍ତି, ତାହେଲେ ତାଙ୍କୁ ଗିରଫ କରାଯିବ। ବର୍ତ୍ତମାନ ସାମି ଓ୍ଵେଷ୍ଟଇଣ୍ଡିଜ ଗସ୍ତରେ ଭାରତୀୟ ଦଳ ସହିତ ଅଛନ୍ତି।

- Advertisement -

 

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories