www.samajalive.in
Sunday, December 7, 2025
14.1 C
Bhubaneswar

ସଦାଚାର କମିଟି ନିକଟରେ ସାଂସଦ ମହୁଆ ମୈତ୍ର ହାଜର

ନୂଆଦିଲ୍ଲୀ : ଲୋକସଭା ସଦାଚାର କମିଟି ନିକଟରେ ଆଜି ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୈତ୍ର ହାଜର ହୋଇଛନ୍ତି।ସଂସଦରେ ପ୍ରଶ୍ନ ପାଇଁ ଲାଞ୍ଚ ନେବା ଅଭିଯୋଗରେ ଅଭିଯୁକ୍ତ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୈତ୍ରଙ୍କୁ ଲୋକସଭା ସଦାଚାର କମିଟି ସମନ ଜାରି କରିଛି। ମହୁଆଙ୍କ ବିରୋଧରେ ଅଭିଯୋଗ ଆଣିଥିବା ବିଜେପି ସାଂସଦ ନିଶିକାନ୍ତ ଦୁବେ ଓ ସୁପ୍ରିମକୋର୍ଟ ଓକିଲ ଜୟ ଅନନ୍ତ ଦେହାଦ୍ରାଇ ପୂର୍ବରୁ ସଦାଚାର କମିଟି ନିକଟରେ ହାଜର ହୋଇ ନିଜର ବୟାନ ରେକର୍ଡ କରାଇଛନ୍ତି। ସଂସଦରେ ପ୍ରଶ୍ନ ପଚାରିବା ଲାଗି ମହୁଆ, ଶିଳ୍ପପତି ଦର୍ଶନ ହୀରାନନ୍ଦନୀଙ୍କଠାରୁ ଲାଞ୍ଚ ନେଇଥିବା ବାଚସ୍ପତି ଓମ୍ ବିର୍ଲାଙ୍କ ନିକଟରେ ଅକ୍ଟୋବର ୧୫ରେ ଅଭିଯୋଗ ହୋଇଥିଲା।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories