ସୁପ୍ରିମକୋର୍ଟ ଗଲେ ମୋକିମ; ୧୯ରେ ଶୁଣାଣି

ନୂଆଦିଲ୍ଲୀ: ଓଡ଼ିଶା ରୁରାଲ ହାଉସିଂ ଡେଭଲପମେଣ୍ଟ କର୍ପୋରେସନ ଦୁର୍ନୀତି ମାମଲାରେ ଓଡ଼ିଶା ହାଇକୋର୍ଟଙ୍କ ଏପ୍ରିଲ ୧୦ ରାୟକୁ କଟକ ବିଧାୟକ ମହମ୍ମଦ ମୋକିମ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି। ୧୯ ବର୍ଷ ପୂର୍ବର ଓଏଚଆରଡିସି ଦୁର୍ନୀତି ମାମଲାରେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନସ ଅଦାଲତ ମେଟ୍ରୋ ବିଲଡର୍ସ ପ୍ରାଇଭେଟ ଲିମିଟେଡ଼ର ତତ୍କାଳୀନ ପରିଚାଳନା ନିର୍ଦେଶକ ମହମ୍ମଦ ମୋକିମଙ୍କୁ ଦେଇଥିବା ୩ ବର୍ଷ ଦଣ୍ଡାଦେଶକୁ ହାଇକୋର୍ଟ କାଏମ ରଖିଥିଲେ। ଯଦ୍ୱାରା ୨୦୨୪ ନିର୍ବାଚନରେ କଟକ-ବାରବାଟୀ ବିଧାନସଭା କ୍ଷେତ୍ରରୁ ମୋକିମଙ୍କ ନିର୍ବାଚନ ଲଢ଼ିବା … Continue reading ସୁପ୍ରିମକୋର୍ଟ ଗଲେ ମୋକିମ; ୧୯ରେ ଶୁଣାଣି