www.samajalive.in
Wednesday, December 10, 2025
26.1 C
Bhubaneswar

ହୋଟେଲରେ ବିସ୍ଫୋରଣ; ୨୨ ମୃତ

ହଓ୍ୱାନା: କ୍ୟୁବାର ରାଜଧାନୀ ହଓ୍ୱାନାରେ ବଡ଼ ଧରଣର ବିସ୍ଫୋରଣ ହୋଇଛି । ଏହି ବିସ୍ଫୋରଣ ହଓ୍ୱାନାର ଏକ ବଡ଼ ହୋଟେଲରେ ହୋଇଥିବା ବେଳେ ବିସ୍ଫୋରଣ ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି । ତାହା ସହ ଅନେକ ଲୋକ ଆହତ ମଧ୍ୟ ହୋଇଛନ୍ତି । ସମସ୍ତ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ବିସ୍ଫୋରଣ ହେବା ସମୟର ଏକ ଭିଡିଓ ବର୍ତ୍ତମାନ ଭାଇରାଲ ହେବାର ଲାଗିଛି । ଯେଉଁଥିରେ ଦେଖିବାକୁ ମିଳିଛି ଏକ ପାଞ୍ଚ ତାରକା ହୋଟେଲରେ ବିସ୍ଫୋରଣ ହେଉଛି ।  ମାତ୍ର କିଛି ସମୟ ମଧ୍ୟରେ ସରା ଅଞ୍ଚଳ ଧୂଆଁମୟ ହୋଇଯାଉଛି । କୁହାଯାଉଛି କି ଗ୍ୟାସ୍‌ ଲିକ୍‌ ଯୋଗୁ ଏହି ବିସ୍ଫୋରଣ ହୋଇଥିବା ଅନୁମାନ କରାଯାଉଛି । ଅନ୍ୟପଟେ ବିସ୍ଫୋରଣ ଯୋଗୁ ହୋଟେଲଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି । ଏଠାକାର ରାଷ୍ଟ୍ରପତି ମିଗେଲ ଡିୟାଜ କନେଲଙ୍କ କାର୍ଯ୍ୟାଳୟରୁ ଏନେଇ ସୂଚନା ଦିଆଯାଇଛି।

- Advertisement -

Hot this week

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

Related Articles

Popular Categories