www.samajalive.in
Saturday, December 6, 2025
19.1 C
Bhubaneswar

ବିଜେପି ବିଧାୟକ ପ୍ରାର୍ଥୀଙ୍କ ଗାଡ଼ିରୁ ୪ଲକ୍ଷ ଜବତ

ଢେଙ୍କାନାଳ : ଢେଙ୍କାନାଳ ଜିଲା ହିନ୍ଦୋଳ ବିଜେପି ବିଧାୟକ ପ୍ରାର୍ଥୀଙ୍କ ଗାଡ଼ିରୁ ଗୁରୁବାର ୪ଲକ୍ଷ ଟଙ୍କା ଜବତ ହୋଇଛି। ପ୍ରାର୍ଥୀଙ୍କ ନାମ ଅଶୋକ ନାୟକ। ଢେଙ୍କାନାଳ ଏସପି ଅନୁପମା ଜେମସଙ୍କ ସୂଚନା ଅନୁସାରେ, ମଙ୍ଗଳପୁର ନିକଟରୁ ଷ୍ଟାଟିକ୍‍ ସର୍ଭେଲାନ୍ସ ସ୍କ୍ୱାଡ଼୍‍ ପ୍ରାର୍ଥୀଙ୍କ ଗାଡ଼ିରୁ ଏହି ଟଙ୍କା ଜବତ କରିଛି। ଏନେଇ ଅଶୋକଙ୍କୁ ଟାଉନ୍‍ ଥାନାରେ ପଚରାଉଚରା କରାଯାଉଛି। ତେବେ ସେ ବ୍ୟାଙ୍କରୁ ଟଙ୍କା ଉଠାଇ ନେଉଥିଲେ ବୋଲି ପୁଲିସକୁ କହିଛନ୍ତି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories