www.samajalive.in
Monday, December 8, 2025
13.1 C
Bhubaneswar

ରାଜଧାନୀରେ ୩୦ ଲକ୍ଷ ଟଙ୍କା ସହ ଯୁବକ ଅଟକ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ତପୋବନ ପେଟ୍ରୋଲପମ୍ପ ନିକଟରୁ ୩୦ ଲକ୍ଷ ଟଙ୍କାସହ ଜଣେ ଯୁବକ ଅଟକ ରହିଥିବା ଶୁକ୍ରବାର ଜଣାପଡ଼ିଛି। ଟଙ୍କା ସହ ଉକ୍ତ ଯୁବକଙ୍କୁ ଖଣ୍ଡଗିରି ପୁଲିସ ଅଟକ ରଖି ପଚରାଉଚରା ଆରମ୍ଭ କରିଛି। ଏତେ ପରିମାଣର ଟଙ୍କା କେଉଁଠୁ ପାଇଲେ ସେନେଇ ପୁଲିସ ତଦନ୍ତ କରୁଛି। ଉକ୍ତ ଯୁବକ ଜଣଙ୍କ ଅଖା ବ୍ୟାଗରେ ଟଙ୍କା ରଖି ବସକୁ ଅପେକ୍ଷା କରିବା ସମୟରେ ଧରାପଡ଼ିଥିବା ନେଇ ସୂଚନା ମିଳିଛି।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories