www.samajalive.in
Wednesday, December 10, 2025
26.1 C
Bhubaneswar

ଦେଖନ୍ତୁ ଭିଡିଓ; ମାଙ୍କଡକୁ ଯୁବକ ଦେଲେ ମଦ ବୋତଲ, ତା’ପରେ..

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଭାଇରାଲ୍‌ ହେଉଥିବା ଅନେକ ଭିଡିଓ ବେଶ ଆଶ୍ଚର୍ଯ୍ୟ ଚକିତ କରିଥାଏ । ନିକଟରେ ମାଙ୍କଡ ଓ ଜଣେ ଯୁବକଙ୍କ ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ୍‌ ହେବା ସହ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରୁଛି।
ଭିଡିଓରେ ଦେଖିପାରିବେ, ଜଣେ ଯୁବକ ମାଙ୍କଡକୁ ଏକ ମଦ ବୋତଲ ଧରାଇ ଦେଉଛନ୍ତି । ମାଙ୍କଡ ପ୍ରଥମେ ବୋତଲଟିକୁ ଦେଖୁଛି । ତାହା କ’ଣ ଜାଣିବାକୁ ଚେଷ୍ଟା କରୁଛି । ସେହି ସମୟରେ ଯୁବକ ଜଣକ ହସି ହସି ଏହି ଦୃଶ୍ୟକୁ କ୍ୟାମେରାରେ କଏଦ କରୁଛନ୍ତି । ଭିଡିଓ ସାମ୍ନାକୁ ଆସିବା ପରେ ଲୋକେ ଏହାକୁ ନେଇ ଭିନ୍ନ ଭିନ୍ନ ମତ ଦେବା ସହ କ୍ରୋଧ ପ୍ରକାଶ କରିଛନ୍ତି।


ଭିଡିଓ ଦେଖି ଲୋକେ କହିଛନ୍ତି, ଜୀବଜନ୍ତୁଙ୍କ ସହ ଏଭଳି ବ୍ୟବହାର ଗ୍ରହଣୀୟ ନୁହେଁ । ଯୁବକଙ୍କ ବିରୁଦ୍ଧରେ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ୍‌ । ଏହା ଆଇନ ଅନୁଯାୟୀ ମଧ୍ୟ ଅପରାଧ ବୋଲି ମଧ୍ୟ ଲୋକେ କହିଛନ୍ତି।

ଏଥର ମହାଶିବରାତ୍ରୀରେ ମହାସଂଯୋଗ: ଏହି ରାଶିଙ୍କୁ ମାଲାମାଲ୍‌ କରିବେ ପ୍ରଭୁ ଶିବଶଙ୍କର, ହେବେ ଭାଗ୍ୟଶାଳୀ

- Advertisement -

ଆସନ୍ତାକାଲି ଆସିବ ସୁଭଦ୍ରା ଟଙ୍କା; ୧୮ ଲକ୍ଷ ମହିଳା ପାଇବେ

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories