ଦେଖନ୍ତୁ ଭିଡିଓ ; ଯୁବତୀଙ୍କୁ ମହଙ୍ଗା ପଡିଲା ମାଙ୍କଡ ସହ ରିଲ୍ସ, ହେଲା ଏମିତି..

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଅନେକ ସମୟରେ ମଜାଳିଆ ଓ ଆଶ୍ଚର୍ଯ୍ୟଜନକ ଭିଡିଓ ଭାଇରାଲ୍‌ ହୋଇଥାଏ । କିଛି ଭିଡିଓ ଭୟଭୀତ କରିବା ସହ ସଭିଁଙ୍କ ଧ୍ୟାନକୁ ନିଜ ଆଡକୁ ଆକର୍ଷିତ କରିଥାଏ । ରିଲ୍ସ କରିବା ସମୟରେ ଅନେକ ଯୁବକ ହୁଅନ୍ତୁ ଅଥବା ଯୁବତୀ ଜୀବନକୁ ବିପଦରେ ପକାଇବା ସହ ସମସ୍ୟାର ମଧ୍ୟ ସାମ୍ନା କରି ଥାନ୍ତି । ନିକଟରେ ଜଣେ ଯୁବତୀ ଓ ମାଙ୍କଡର ଏକ ଭିଡିଓ ଦେଖି ଲୋକେ ଆଶ୍ଚର୍ଯ୍ୟ ହେବା ସହ … Continue reading ଦେଖନ୍ତୁ ଭିଡିଓ ; ଯୁବତୀଙ୍କୁ ମହଙ୍ଗା ପଡିଲା ମାଙ୍କଡ ସହ ରିଲ୍ସ, ହେଲା ଏମିତି..