www.samajalive.in
Friday, December 5, 2025
27.1 C
Bhubaneswar

ବଡ ଆଶ୍ୱସ୍ତି ; କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ନୂଆଦିଲ୍ଲୀ : ମିଳିଲା ଆଶ୍ୱସ୍ତି। କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏନେଇ ଏକ୍ସ ଜରିଆରେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ସୂଚନା ମିଳିଛି। ଉତ୍ତର ପୂର୍ବ ଭାରତର ଅଧିକାଂଶ ସ୍ଥାନକୁ ମୌସୁମୀ ଅଗ୍ରସର ହେଉଛି। ସ୍ୱାଭାବିକ ସମୟର ୨ ଦିନ ପୂର୍ବରୁ ମୌସୁମୀ ବାୟୁ କେରଳ ଛୁଇଁଛି।

ଏସବୁ ଜିନିଷ ଉତ୍ତର ଦିଗରେ ରଖିବା ଅଶୁଭ; ଘରେ କଦାପି ରହିବନି ଟଙ୍କା, ପକେଟ୍ ହେବ ଖାଲି..

Hot this week

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

Related Articles

Popular Categories