ବଡ ଆଶ୍ୱସ୍ତି ; କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ନୂଆଦିଲ୍ଲୀ : ମିଳିଲା ଆଶ୍ୱସ୍ତି। କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏନେଇ ଏକ୍ସ ଜରିଆରେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ସୂଚନା ମିଳିଛି। ଉତ୍ତର ପୂର୍ବ ଭାରତର ଅଧିକାଂଶ ସ୍ଥାନକୁ ମୌସୁମୀ ଅଗ୍ରସର ହେଉଛି। ସ୍ୱାଭାବିକ ସମୟର ୨ ଦିନ ପୂର୍ବରୁ ମୌସୁମୀ ବାୟୁ କେରଳ ଛୁଇଁଛି। ଏସବୁ ଜିନିଷ ଉତ୍ତର ଦିଗରେ ରଖିବା ଅଶୁଭ; ଘରେ କଦାପି ରହିବନି ଟଙ୍କା, ପକେଟ୍ ହେବ ଖାଲି..