www.samajalive.in
Friday, December 12, 2025
19.1 C
Bhubaneswar

ସାରା ରାଜ୍ୟକୁ ଛୁଇଁଲା ମୌସୁମୀ

ଭୁବନେଶ୍ବର : ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ । ଜୁନ ୮ରେ ମୌସୁମୀ ରାଜ୍ୟର କିଛି ଜିଲାକୁ ଛୁଇଁଥିବା ସତ୍ତ୍ବେ ଯେତିକି ବର୍ଷା ହେବା କଥା ହୋଇନଥିଲା । ତେବେ ଆଜି ସାରା ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି । ମୌସୁମୀ ସକ୍ରିୟ ଯୋଗୁଁ ଆଜି ସକାଳୁ ବିଭିନ୍ନ ଜିଲାରେ ବର୍ଷା ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ସ୍ୱାଭାବିକ ସମୟର ଦିନକ ପରେ ସବୁ ଜିଲାକୁ ମୌସୁମୀ ଛୁଇଁଛି। ରବିବାର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇଥିବାବେଳେ ୨୬ରୁ ଏହାର ପରିମାଣ ବଢ଼ିବ। ଏଥିପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହ ୨୭ ତାରିଖରୁ ପ୍ରବଳ ବର୍ଷା ପାଇଁ ୮ ଜିଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories