କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର : କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁା ଶନିବାର ପୂର୍ବାହ୍ନରେ କେରଳ ଛୁଇଁଛି ମୌସୁମୀ ବାୟୁ । ସ୍ୱାଭାବିକ ତାରିଖର ୮ ଦିନ ପୂର୍ବରୁ ମୌସୁମୀ ବାୟୁ କେରଳ ଛୁଇଁଛି । କେରଳରେ ମୌସୁମୀ ପ୍ରବେଶ କରିଛି। ଏହା ନିର୍ଦ୍ଧାରିତ ସମୟର ପ୍ରାୟ ଗୋଟିଏ ସପ୍ତାହ ପୂର୍ବରୁ ଚାଲିଛି। ଗତ ୧୬ ବର୍ଷ ମଧ୍ୟରେ ଏହି ବର୍ଷ ମୌସୁମୀ କେରଳରେ ସବୁଠାରୁ ଶୀଘ୍ର ପହଞ୍ଚିଛି। ରାଜ୍ୟରେ ମୌସୁମୀ ଆଗମନ ପାଇଁ ସମସ୍ତ ଅନୁକୂଳ ପରିସ୍ଥିତି ଥିଲା। … Continue reading କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ